ଦ୍ଵିତୀୟ ବିବରଣ 32:7 - ଓଡିଆ ବାଇବେଲ7 ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର; ତୁମ୍ଭ ପିତାଙ୍କୁ ପଚାର, ସେ ତୁମ୍ଭକୁ ଜଣାଇବେ; ତୁମ୍ଭ ପ୍ରାଚୀନମାନଙ୍କୁ ପଚାର, ସେମାନେ ତୁମ୍ଭକୁ କହିବେ। Viz kapitolaପବିତ୍ର ବାଇବଲ7 “ପୂର୍ବକାଳର ଦିନସବୁ ସ୍ମରଣ କର, ଗତ ବହୁ ପୁରୁଷର ବର୍ଷ ବିବେଚନା କର। ତୁମ୍ଭ ପିତାଙ୍କୁ ପଗ୍ଭର, ସେ ତୁମ୍ଭକୁ ଜଣାଇବେ। ତୁମ୍ଭର ପ୍ରୀଚୀନମାନଙ୍କୁ ପଗ୍ଭର, ସେମାନେ ତୁମ୍ଭକୁ କହିବେ। Viz kapitola |