ଦ୍ଵିତୀୟ ବିବରଣ 33:1 - ଓଡିଆ ବାଇବେଲ1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Viz kapitolaପବିତ୍ର ବାଇବଲ (Re-edited) - (BSI)1 ପରମେଶ୍ଵରଙ୍କ ଲୋକ ମୋଶା ଆପଣା ମୃତ୍ୟୁ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି। Viz kapitolaପବିତ୍ର ବାଇବଲ1 ମୋଶା ଏହି ଆଶୀର୍ବାଦମାନ ଦେଇଥିଲେ, ଯେ କି ପରମେଶ୍ୱରଙ୍କର ଲୋକ ଇସ୍ରାଏଲକୁ ମଲା ପୂର୍ବରୁ ଦେଇଥିଲେ। Viz kapitola |