ଦ୍ଵିତୀୟ ବିବରଣ 33:17 - ଓଡିଆ ବାଇବେଲ17 ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ଵରୂପ, ପୁଣି ତାହାର ଶୃଙ୍ଗ ଅରଣାର ଶୃଙ୍ଗ ତୁଲ୍ୟ; ତଦ୍ଦ୍ଵାରା ସେ ସବୁ ଗୋଷ୍ଠୀକି, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହାର ବୃଷଭର ପ୍ରଥମଜାତ ତାହାର ମହିମା ସ୍ୱରୂପ, ପୁଣି ତାହାର ଶୃଙ୍ଗ ଅରଣା ଷଣ୍ଢର ଶୃଙ୍ଗ ତୁଲ୍ୟ ତଦ୍ଦ୍ୱାରା ସେ ସବୁ ଗୋଷ୍ଠୀକୁ, ପୃଥିବୀର ସୀମାସ୍ଥିତ ସମସ୍ତଙ୍କୁ ଭୁସି ପକାଇବ। ସେ ଶୃଙ୍ଗ ଇଫ୍ରୟିମର ଅୟୁତ ଲୋକ ଓ ସେ ଶୃଙ୍ଗ ମନଃଶିର ସହସ୍ର ସହସ୍ର ଲୋକ।” Viz kapitolaପବିତ୍ର ବାଇବଲ17 ଯୋଷେଫ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦୁଇପୁତ୍ର ତାଙ୍କର ଶିଙ୍ଗ ସଦୃଶ। ସେମାନେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶେଷ ସୀମାକୁ ସେମାନଙ୍କୁ ତଡ଼ି ଦେବେ। ସେମାନେ ମନଃଶିର ହଜାର ହଜାର ଲୋକପରି, ଇଫ୍ରୟିମଙ୍କ ଦଶହଜାର ଲୋକଙ୍କ ତୁଲ୍ୟ।” Viz kapitola |