ଦ୍ଵିତୀୟ ବିବରଣ 33:23 - ଓଡିଆ ବାଇବେଲ23 ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ପୁଣି ସେ ନପ୍ତାଲି ବିଷୟରେ କହିଲେ, ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ପୁଣି, ସେ ନପ୍ତାଲି ବିଷୟରେ କହିଲେ, “ହେ ନପ୍ତାଲି, ତୁମ୍ଭେ ଅନୁଗ୍ରହରେ ତୃପ୍ତ ଓ ସଦାପ୍ରଭୁଙ୍କ ଆଶୀର୍ବାଦରେ ପରିପୂର୍ଣ୍ଣ; ତୁମ୍ଭେ ପଶ୍ଚିମ ଓ ଦକ୍ଷିଣ ଦିଗ ଅଧିକାର କର।” Viz kapitolaପବିତ୍ର ବାଇବଲ23 ମୋଶା ନପ୍ତାଲିଙ୍କ ବିଷୟରେ ଏହିକଥା କହିଲେ, “ନପ୍ତାଲି, ତୁମ୍ଭେ ଅମାପ ଧନର ଅଧିକାରୀ ହେବ। ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରିବେ। ତୁମ୍ଭେ ଗାଲିଲୀ ହ୍ରଦର ଦକ୍ଷିଣାଞ୍ଚଳ ସମସ୍ତ ଭୂମି ଅଧିକାର କରିବ।” Viz kapitola |