Online Bible

- Reklamy -




ଦ୍ଵିତୀୟ ବିବରଣ 33:27 - ଓଡିଆ ବାଇବେଲ

27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ି ଦେଲେ, ଆଉ ବିନାଶ କର ବୋଲି କହିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

27 ଅନାଦି ପରମେଶ୍ଵର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ ବିନାଶ କର ବୋଲି କହିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଅନାଦି ପରମେଶ୍ୱର ତୁମ୍ଭର ବାସସ୍ଥାନ ଓ ତଳେ ତାହାଙ୍କର ଅନନ୍ତକାଳସ୍ଥାୟୀ ବାହୁ ଅଛି; ପୁଣି ସେ ତୁମ୍ଭ ସମ୍ମୁଖରୁ ଶତ୍ରୁମାନଙ୍କୁ ତଡ଼ିଦେଲେ, ଆଉ “ବିନାଶ କର” ବୋଲି କହିଲେ।

Viz kapitola kopírovat

ପବିତ୍ର ବାଇବଲ

27 ପରମେଶ୍ୱର ଅନନ୍ତକାଳସ୍ଥାୟୀ, ସେ ହେଉଛନ୍ତି ତୁମ୍ଭର ନିରାପଦର ସ୍ଥାନ। ପରମେଶ୍ୱରଙ୍କର ଶକ୍ତି ଅନନ୍ତକାଳ। ସେ ତୁମ୍ଭ ପାଇଁ ସୁରକ୍ଷା ଦେଉଛନ୍ତି। ପରମେଶ୍ୱର ତୁମ୍ଭ ଦେଶରୁ ତୁମ୍ଭ ଶତ୍ରୁମାନଙ୍କୁ ବିତାଡ଼ିତ କରିବେ। ସେ କହିବେ, ‘ଶତ୍ରୁମାନଙ୍କୁ ବିନାଶ କର।’

Viz kapitola kopírovat




ଦ୍ଵିତୀୟ ବିବରଣ 33:27

Následuj nás:

Reklamy


Reklamy