Online Bible

- Reklamy -




ଦ୍ଵିତୀୟ ବିବରଣ 33:9 - ଓଡିଆ ବାଇବେଲ

9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ଵୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲା, “ଆମ୍ଭେ ସେମାନଙ୍କୁ ଦେଖି ନାହୁଁ; ଅବା ସେ ଆପଣା ଭାଇମାନଙ୍କୁ ସ୍ୱୀକାର କଲା ନାହିଁ, କିଅବା ସେ ତାହାର ନିଜ ସନ୍ତାନମାନଙ୍କୁ ଚିହ୍ନିଲା ନାହିଁ। ସେମାନେ ତୁମ୍ଭର ବାକ୍ୟ ମାନିଅଛନ୍ତି ଓ ତୁମ୍ଭର ନିୟମ ରକ୍ଷା କରନ୍ତି।”

Viz kapitola kopírovat

ପବିତ୍ର ବାଇବଲ

9 ସେ ଆପଣା ପିତା ଓ ଆପଣା ମାତା ବିଷୟରେ କହିଲେ, ଆମ୍ଭେ ତାହାକୁ ଦେଖି ନାହୁଁ, ସେ ଆପଣା ଭାଇମାନଙ୍କୁ ମଧ୍ୟ ଚିହ୍ନିଲେ ନାହିଁ କିଅବା ଆପଣା ସନ୍ତାନମାନଙ୍କୁ ଚିହ୍ନିଲେ ନାହିଁ। କିନ୍ତୁ ସେମାନେ ତୁମ୍ଭର ବାକ୍ୟ ମାନି ଅଛନ୍ତି। ତୁମ୍ଭର ନିୟମ ରକ୍ଷା କରିଛନ୍ତି।

Viz kapitola kopírovat




ଦ୍ଵିତୀୟ ବିବରଣ 33:9

Následuj nás:

Reklamy


Reklamy