Online Bible

- Reklamy -




ଦ୍ଵିତୀୟ ବିବରଣ 34:4 - ଓଡିଆ ବାଇବେଲ

4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ସଦାପ୍ରଭୁ ତାଙ୍କୁ କହିଲେ, ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ବିଷୟରେ ଅବ୍ରହାମ ଓ ଇସ୍‍ହାକ ଓ ଯାକୁବ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ଵଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‌ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”

Viz kapitola kopírovat

ପବିତ୍ର ବାଇବଲ

4 ପୁଣି ସଦାପ୍ରଭୁ ତାହାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି, ଯେଉଁ ଦେଶ ବିଷୟରେ ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବ ନିକଟରେ ଶପଥ କରିଥିଲୁ, ସେହି ଦେଶମାନ ଏହି। ‘ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ। ମାତ୍ର ତୁମ୍ଭେ ଯର୍ଦ୍ଦନ ପାର ହୋଇ ସେଠାକୁ ଯିବ ନାହିଁ।‌’”

Viz kapitola kopírovat




ଦ୍ଵିତୀୟ ବିବରଣ 34:4

Následuj nás:

Reklamy


Reklamy