ଦ୍ଵିତୀୟ ବିବରଣ 34:8 - ଓଡିଆ ବାଇବେଲ8 ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ମୋୟାବ-ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ8 ଇସ୍ରାଏଲ ଲୋକମାନେ ମୋଶାଙ୍କ ପାଇଁ ତିରିଶ୍ ଦିନ ଧରି କାନ୍ଦିଲେ। ସେମାନେ ତାଙ୍କର ସମସ୍ତ ଦୁଃଖଦ ଦିନସବୁ ମୋୟାବର ସମତଳ ଭୂମିରେ କଟାଇଲେ। Viz kapitola |