ଦ୍ଵିତୀୟ ବିବରଣ 34:9 - ଓଡିଆ ବାଇବେଲ9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ-ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ। Viz kapitolaପବିତ୍ର ବାଇବଲ9 ସେ ମଲା ପୂର୍ବରୁ ମୋଶା ଯିହୋଶୂୟଙ୍କର ମସ୍ତକରେ ହାତ ରଖିଲେ ଏବଂ ତାଙ୍କୁ ନୂଆ ପ୍ରତିନିଧି ରୂପେ ନିଯୁକ୍ତି କଲେ। ଏବଂ ସେ ତାଙ୍କୁ ନୂତନ ନେତାରୂପେ ନିଯୁକ୍ତି କଲେ। ଏହା ପରେ ନୂନର ପୁତ୍ର ଯିହୋଶୂୟ ଜ୍ଞାନ ଦାୟକ ଆତ୍ମାରେ ପରିପୂର୍ଣ୍ଣ ହେଲେ। ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ଯିହୋଶୂୟଙ୍କ କଥା ଶୁଣିଲେ, ଯେପରି ସେମାନେ ମୋଶାଙ୍କ କଥା ଶୁଣିଥିଲେ ଓ ସେହି ଅନୁସାରେ କାର୍ଯ୍ୟ କରୁଥିଲେ। Viz kapitola |