Online Bible

- Reklamy -




ଦ୍ଵିତୀୟ ବିବରଣ 4:13 - ଓଡିଆ ବାଇବେଲ

13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣା ସେହି ନିୟମର ଦଶଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପ୍ରସ୍ତର ପଟାରେ ତାହା ଲେଖିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ସେ ଆପଣାର ଯେଉଁ ନିୟମ ପାଳନ କରିବା ପାଇଁ ତୁମ୍ଭମାନଙ୍କୁ ଆଦେଶ କଲେ, ଆପଣାର ସେହି ନିୟମର ଦଶ ଆଜ୍ଞା ତୁମ୍ଭମାନଙ୍କ ପ୍ରତି ପ୍ରକାଶ କଲେ; ଆଉ ସେ ଦୁଇ ପଥର ପଟାରେ ତାହା ଲେଖିଲେ।

Viz kapitola kopírovat

ପବିତ୍ର ବାଇବଲ

13 ତା'ପରେ ତୁମ୍ଭେମାନେ ତାଙ୍କର ନିୟମ ପାଳନ କର ବୋଲି ସେ ଆଦେଶ କଲେ। ତେଣୁ ସେ ଦଶ ଆଜ୍ଞାର ନିୟମ ପ୍ରକାଶ କଲେ। ସଦାପ୍ରଭୁ ପ୍ରସ୍ତର ଫଳକରେ ସେହି ନିୟମ ଲେଖିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 4:13

Následuj nás:

Reklamy


Reklamy