ଦ୍ଵିତୀୟ ବିବରଣ 4:24 - ଓଡିଆ ବାଇବେଲ24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଗ୍ରାସକାରୀ ଅଗ୍ନି, ସ୍ଵଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଗ୍ରାସକାରୀ ଅଗ୍ନି, ସ୍ୱଗୌରବ ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି। Viz kapitolaପବିତ୍ର ବାଇବଲ24 କାରଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଜଣେ ଈର୍ଷାପରାୟଣ ପରମେଶ୍ୱର ଏବଂ ସେ ଅଗ୍ନି ସ୍ୱରୂପ ଧ୍ୱଂସ କରନ୍ତି, ଯେଉଁମାନେ ଅନ୍ୟ ଦେବତାମାନଙ୍କୁ ପୂଜା କରନ୍ତି। Viz kapitola |