Online Bible

- Reklamy -




ଦ୍ଵିତୀୟ ବିବରଣ 4:26 - ଓଡିଆ ବାଇବେଲ

26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ଵର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ନିଃଶେଷ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘ ପରମାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତେବେ ମୁଁ ଆଜି ତୁମ୍ଭମାନଙ୍କ ପ୍ରତିକୂଳରେ ସ୍ୱର୍ଗ ଓ ମର୍ତ୍ତ୍ୟକୁ ସାକ୍ଷୀ କରି କହୁଅଛି, ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯର୍ଦ୍ଦନ ପାର ହୋଇ ଯାଉଅଛ, ସେହି ଦେଶରୁ ଶୀଘ୍ର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ ହେବ; ତୁମ୍ଭେମାନେ ତହିଁ ମଧ୍ୟରେ ଦୀର୍ଘାୟୁ ପାଇବ ନାହିଁ, ମାତ୍ର ନିର୍ମୂଳରେ ଉଚ୍ଛିନ୍ନ ହେବ।

Viz kapitola kopírovat

ପବିତ୍ର ବାଇବଲ

26 ତେଣୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇ ଦେଉଛି, ସ୍ୱର୍ଗ ଓ ପୃଥିବୀକୁ ସାକ୍ଷୀରଖି କହୁଅଛି, ତୁମ୍ଭେମାନେ ଯଦି ଏପରି କର, ତେବେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯେଉଁ ଦେଶକୁ ଯାଉଛ, ସେହି ଦେଶରୁ ଶୀଘ୍ର ସେଠାରୁ ନିଃଶେଷରୂପେ ବିନଷ୍ଟ ହେବ। ତୁମ୍ଭେମାନେ ସେଠାରେ ଦୀର୍ଘଜୀବୀ ହେବ ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 4:26

Následuj nás:

Reklamy


Reklamy