ଦ୍ଵିତୀୟ ବିବରଣ 4:27 - ଓଡିଆ ବାଇବେଲ27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇ ଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି ସଦାପ୍ରଭୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବେ; ପୁଣି ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭେମାନେ ଅଳ୍ପସଂଖ୍ୟକ ହୋଇ ଅବଶିଷ୍ଟ ରହିବ। Viz kapitolaପବିତ୍ର ବାଇବଲ27 ସଦାପ୍ରଭୁ ତୁମ୍ଭମାନଙ୍କୁ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ଛିନ୍ନ ବିଛିନ୍ନ କରିବେ। ଯେଉଁ ସ୍ଥାନକୁ ସଦାପ୍ରଭୁ ତୁମ୍ଭମାନଙ୍କୁ ନେଇଯିବେ, ସେହି ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ, ତୁମ୍ଭେମାନେ ଅଳ୍ପ ସଂଖ୍ୟକ ହୋଇ ଅବଶିଷ୍ଟ ରହିବ। Viz kapitola |