ଦ୍ଵିତୀୟ ବିବରଣ 4:34 - ଓଡିଆ ବାଇବେଲ34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟ କର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ଵାରା ଓ ଚିହ୍ନ ଦ୍ଵାରା ଓ ଆଶ୍ଚର୍ଯ୍ୟକର୍ମ ଦ୍ଵାରା ଓ ଯୁଦ୍ଧ ଦ୍ଵାରା ଓ ପରାକ୍ରା; ହସ୍ତ ଦ୍ଵାରା ଓ ବିସ୍ତାରିତ ବାହୁ ଦ୍ଵାରା ଓ ଭୟଙ୍କର ମହାକର୍ମ ଦ୍ଵାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 କିଅବା ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ମିସରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସକଳ କର୍ମ କରିଅଛନ୍ତି, କି ତଦନୁସାରେ ପରୀକ୍ଷାସିଦ୍ଧ ପ୍ରମାଣ ଦ୍ୱାରା, ଚିହ୍ନ ଦ୍ୱାରା, ଆଶ୍ଚର୍ଯ୍ୟକର୍ମ ଦ୍ୱାରା, ଯୁଦ୍ଧ ଦ୍ୱାରା, ପରାକ୍ରାନ୍ତ ହସ୍ତ ଦ୍ୱାରା, ବିସ୍ତାରିତ ବାହୁ ଦ୍ୱାରା ଓ ଭୟଙ୍କର ମହାକର୍ମ ଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। Viz kapitolaପବିତ୍ର ବାଇବଲ34 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରେ ତୁମ୍ଭମାନଙ୍କ ସାକ୍ଷାତରେ ଯେ ସକଳ କର୍ମ କରିଅଛନ୍ତି, ସେହିପରି ପରୀକ୍ଷାସିଦ୍ଧ ପ୍ରମାଣଦ୍ୱାରା ଓ ଚିହ୍ନଦ୍ୱାରା ଓ ଆଶ୍ଚର୍ଯ୍ୟ କର୍ମଦ୍ୱାରା, ଯୁଦ୍ଧଦ୍ୱାରା, ପରାକ୍ରାନ୍ତ ହସ୍ତଦ୍ୱାରା, ବିସ୍ତାରିତ ବାହୁଦ୍ୱାରା ଓ ଭୟଙ୍କର ଆଶ୍ଚର୍ଯ୍ୟ କର୍ମଦ୍ୱାରା ଅନ୍ୟ ଦେଶୀୟ ଲୋକଙ୍କ ମଧ୍ୟରୁ ଆପଣା ନିମନ୍ତେ ଏକ ଗୋଷ୍ଠୀ ଗ୍ରହଣ କରିବାକୁ ଆସି ଉପକ୍ରମ କରିଅଛନ୍ତି। Viz kapitola |