Online Bible

- Reklamy -




ଦ୍ଵିତୀୟ ବିବରଣ 4:40 - ଓଡିଆ ବାଇବେଲ

40 ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

40 ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେ ଯେ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କଲି, ତାହା ପାଳନ କର।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।

Viz kapitola kopírovat

ପବିତ୍ର ବାଇବଲ

40 ସେଥିପାଇଁ ତୁମ୍ଭେମାନେ ବ୍ୟବସ୍ଥା ଓ ଆଜ୍ଞା ପାଳନ କରିବା ଉଚିତ୍, ଯାହାକି ମୁଁ ଆଜି ତୁମ୍ଭମାନଙ୍କୁ ଦେଉଛି। ତେଣୁ ତୁମ୍ଭର ଓ ତୁମ୍ଭମାନଙ୍କର ପିଲାମାନଙ୍କର ମଙ୍ଗଳ ହେବ, ଏବଂ ତୁମ୍ଭେମାନେ ସେହି ଭୂମିରେ ଦୀର୍ଘଦିନ ଧରି ବାସ କରିବ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଚିରଦିନ ପାଇଁ ଦେଇଛନ୍ତି।”

Viz kapitola kopírovat




ଦ୍ଵିତୀୟ ବିବରଣ 4:40

Následuj nás:

Reklamy


Reklamy