ଦ୍ଵିତୀୟ ବିବରଣ 4:41 - ଓଡିଆ ବାଇବେଲ41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)41 ଅନନ୍ତର ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଏଥିଉତ୍ତାରେ ମୋଶା ହତ୍ୟାକାରୀର ଆଶ୍ରୟ ନିମନ୍ତେ ଯର୍ଦ୍ଦନର ସୂର୍ଯ୍ୟୋଦୟ ଦିଗସ୍ଥିତ କୂଳରେ ତିନୋଟି ନଗର ନିର୍ଣ୍ଣୟ କଲେ। Viz kapitolaପବିତ୍ର ବାଇବଲ41 ଏହା ପରେ ମୋଶା ଯର୍ଦ୍ଦନ ନଦୀର ପୂର୍ବ ଦିଗରେ ତିନୋଟି ନଗର ସଂରକ୍ଷଣ କଲେ। Viz kapitola |