Online Bible

- Reklamy -




ଦ୍ଵିତୀୟ ବିବରଣ 4:49 - ଓଡିଆ ବାଇବେଲ

49 ପୁଣି ଅସ୍‍ଦୋଦ-ପିସ୍‍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

49 ପୁଣି ଅସ୍ଦୋଦ୍-ପିସ୍ଗାର ଅଧଃସ୍ଥିତ ପଦାଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ପୁଣି ଅସ୍ଦୋଦ-ପିସ୍ଗାର ଅଧଃସ୍ଥିତ ସମତଳ ଭୂମିର ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ-ପୂର୍ବପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।

Viz kapitola kopírovat

ପବିତ୍ର ବାଇବଲ

49 ଏବଂ ଅସେଦୋଦ୍ ପି‌ସ୍‌ଗାର ଅଧଃସ୍ଥିତ ପଦା ଭୂମିରେ ସମୁଦ୍ର ପର୍ଯ୍ୟନ୍ତ ଯର୍ଦ୍ଦନ ପୂର୍ବ ପାରିସ୍ଥିତ ସମସ୍ତ ପଦାଭୂମି ଅଧିକାର କରିଥିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 4:49

Následuj nás:

Reklamy


Reklamy