ଦ୍ଵିତୀୟ ବିବରଣ 4:8 - ଓଡିଆ ବାଇବେଲ8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ମୁଁ ଆଜି ତୁମ୍ଭମାନଙ୍କ ସାକ୍ଷାତରେ ଯେଉଁ ସମସ୍ତ ବ୍ୟବସ୍ଥା ଦେଉଅଛି, ତାହା ତୁଲ୍ୟ ଯଥାର୍ଥ ବିଧି ଓ ଶାସନ ଆଉ କେଉଁ ମହାଗୋଷ୍ଠୀର ଅଛି? Viz kapitolaପବିତ୍ର ବାଇବଲ8 ଯେଉଁସବୁ ଯଥାର୍ଥା ବିଧି ଓ ବ୍ୟବସ୍ଥା ଯେପରି ଶିକ୍ଷା ଆଦି ଦେଇଅଛି, ତାହା ତୁଲ୍ୟ କୌଣସି ଜାତିଗଣ ମଧ୍ୟରେ ନାହିଁ। Viz kapitola |