ଦ୍ଵିତୀୟ ବିବରଣ 5:21 - ଓଡିଆ ବାଇବେଲ21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, କି ତାହାର ଦାସ, କି ତାହାର ଦାସୀ, କି ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ବାଞ୍ଛା କରିବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 କିଅବା ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ; କିଅବା ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କି ତାହାର କ୍ଷେତ୍ର, ତାହାର ଦାସ, କି ତାହାର ଦାସୀ, ତାହାର ଗୋରୁ, କି ତାହାର ଗର୍ଦ୍ଦଭ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ। Viz kapitolaପବିତ୍ର ବାଇବଲ21 ‘ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟାକୁ ଲୋଭ କରିବ ନାହିଁ। ତୁମ୍ଭେ ଆପଣା ପ୍ରତିବାସୀର ଗୃହ, କ୍ଷେତ୍ର, ଦାସ, ଦାସୀ, ଗୋରୁ, ଗଧ, କି ସେମାନଙ୍କର କୌଣସି ବସ୍ତୁ ଲୋଭ କରିବ ନାହିଁ।’” Viz kapitola |