ଦ୍ଵିତୀୟ ବିବରଣ 5:29 - ଓଡିଆ ବାଇବେଲ29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା ! Viz kapitolaପବିତ୍ର ବାଇବଲ (Re-edited) - (BSI)29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତାଣ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହା, ଯେପରି ସେମାନଙ୍କର ଓ ସେମାନଙ୍କ ସନ୍ତାନଗଣର ଅନନ୍ତକାଳସ୍ଥାୟୀ ମଙ୍ଗଳ ହୁଏ, ଏଥିପାଇଁ ସର୍ବଦା ଆମ୍ଭଙ୍କୁ ଭୟ କରିବାକୁ ଓ ଆମ୍ଭ ଆଜ୍ଞାସବୁ ପାଳନ କରିବାକୁ ଯେବେ ସେମାନଙ୍କର ଏପରି ହୃଦୟ ହୁଅନ୍ତା! Viz kapitolaପବିତ୍ର ବାଇବଲ29 ଆମ୍ଭେ ଗ୍ଭହୁଁ ତାଙ୍କର ଭାବନାର ପରିବର୍ତ୍ତନ ଘଟୁ। ଆମ୍ଭେ ଗ୍ଭହୁଁ ସେମାନେ ହୃଦୟତାର ସହକାରେ ଆମ୍ଭକୁ ସମ୍ମାନ କରି ଆମ୍ଭର ବାକ୍ୟ ପାଳନ କରନ୍ତୁ। ଏହା ପରେ ସେମାନଙ୍କର ଓ ତାଙ୍କ ସନ୍ତାନମାନଙ୍କର ଅନନ୍ତକାଳୀନ ମଙ୍ଗଳ ହେବ। Viz kapitola |