ଦ୍ଵିତୀୟ ବିବରଣ 5:3 - ଓଡିଆ ବାଇବେଲ3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ Viz kapitolaପବିତ୍ର ବାଇବଲ (Re-edited) - (BSI)3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ; ମାତ୍ର ଆଜି ଏହି ସ୍ଥାନରେ ଜୀବିତ ଅଟୁ ଯେ ଆମ୍ଭେମାନେ, ଆମ୍ଭ ସମସ୍ତଙ୍କ ସହିତ ତାହା କଲେ। Viz kapitolaପବିତ୍ର ବାଇବଲ3 ସଦାପ୍ରଭୁ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ସହିତ ସେହି ନିୟମ କଲେ ନାହିଁ, କିନ୍ତୁ ସେ ଆମ୍ଭ ସମସ୍ତଙ୍କ ସହିତ ତାହା କଲେ, ଯେଉଁମାନେ ଏଠାରେ ଆଜି ବାସ କରୁଛନ୍ତି। Viz kapitola |