ଦ୍ଵିତୀୟ ବିବରଣ 5:33 - ଓଡିଆ ବାଇବେଲ33 ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ। Viz kapitolaପବିତ୍ର ବାଇବଲ (Re-edited) - (BSI)33 ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଯେ ଯେ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଯେପରି ତୁମ୍ଭେମାନେ ବଞ୍ଚିବ ଓ ତୁମ୍ଭମାନଙ୍କର ମଙ୍ଗଳ ହେବ, ପୁଣି ଯେଉଁ ଦେଶ ତୁମ୍ଭେମାନେ ଅଧିକାର କରିବ, ତହିଁରେ ଯେପରି ତୁମ୍ଭମାନଙ୍କର ଦୀର୍ଘ ପରମାୟୁ ହେବ, ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଯେଉଁ ପଥରେ ଚାଲିବାକୁ ଆଜ୍ଞା ଦେଇଅଛନ୍ତି, ସେହି ସମସ୍ତ ପଥରେ ଚାଲ।” Viz kapitolaପବିତ୍ର ବାଇବଲ33 ଦେଖ, ଯେପରି ତୁମ୍ଭେ ସେହି ରାସ୍ତାରେ ଗ୍ଭଲ ଯେଉଁ ରାସ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଗ୍ଭଲିବା ପାଇଁ ଆଦେଶ ଦେଇଛନ୍ତି, ଯେଉଁଥିପାଇଁ ତୁମ୍ଭେମାନେ ସେହି ଦେଶରେ ଦୀର୍ଘଦିନ ବଞ୍ଚିବ ଓ ତୁମ୍ଭେ ଯେଉଁ ଦେଶ ଅଧିକାର କରିବ, ସେଠାରେ ତୁମ୍ଭର ସର୍ବମଙ୍ଗଳ ହେବ। Viz kapitola |