ଦ୍ଵିତୀୟ ବିବରଣ 5:8 - ଓଡିଆ ବାଇବେଲ8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ଵର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଆପଣା ନିମନ୍ତେ କୌଣସି ଖୋଦିତ ପ୍ରତିମା ନିର୍ମାଣ କରିବ ନାହିଁ; ଉପରିସ୍ଥ ସ୍ୱର୍ଗରେ, କି ନୀଚସ୍ଥ ପୃଥିବୀରେ, କି ପୃଥିବୀର ନୀଚସ୍ଥ ଜଳରେ ଥିବା କୌଣସି (ବସ୍ତୁର) ପ୍ରତିମୂର୍ତ୍ତି (ନିର୍ମାଣ କରିବ ନାହିଁ)। Viz kapitolaପବିତ୍ର ବାଇବଲ8 “ତୁମ୍ଭେମାନେ ନିଶ୍ଚିତ ନିଜ ପାଇଁ କୌଣସି ପ୍ରତିମୂର୍ତ୍ତି ତିଆରି କରିବ ନାହିଁ, ଯାହା ତୁମ୍ଭେମାନେ ସ୍ୱର୍ଗରେ, ମର୍ତ୍ତ୍ୟରେ ଓ ପାଣି ଭିତରେ ଦେଖୁଛ। ତୁମ୍ଭେମାନେ ସେଗୁଡ଼ିକର କୌଣସି ପ୍ରତିମୂର୍ତ୍ତି ତିଆରି କର ନାହିଁ। Viz kapitola |