Online Bible

- Reklamy -




ଦ୍ଵିତୀୟ ବିବରଣ 5:9 - ଓଡିଆ ବାଇବେଲ

9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ଵର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉଦ୍‍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;

Viz kapitola kopírovat

ପବିତ୍ର ବାଇବଲ

9 ତୁମ୍ଭେମାନେ ସେମାନଙ୍କର ପୂଜା କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ। ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ ରକ୍ଷଣରେ ଉ‌‌‌ଦ୍‌‌‌ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭକୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳ ଦାତା।

Viz kapitola kopírovat




ଦ୍ଵିତୀୟ ବିବରଣ 5:9

Následuj nás:

Reklamy


Reklamy