Online Bible

- Reklamy -




ଦ୍ଵିତୀୟ ବିବରଣ 6:2 - ଓଡିଆ ବାଇବେଲ

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘ ପରମାୟୁ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ।

Viz kapitola kopírovat

ପବିତ୍ର ବାଇବଲ

2 ଏହା ଏପରି ଅଟେ ଯେ, ତୁମ୍ଭେମାନେ ତୁମ୍ଭମାନଙ୍କର ସନ୍ତାନଗଣ ଏବଂ ନାତିନାତୁଣୀଗଣ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ତୁମ୍ଭେମାନେ ବଞ୍ଚିଥିବା ପର୍ଯ୍ୟନ୍ତ ଭୟ କରିବା ପାଇଁ ଏବଂ ତାଙ୍କର ସମସ୍ତ ଆଜ୍ଞା ଓ ନିୟମ ପାଳନ କରିବା ପାଇଁ ମୁଁ ଯାହା ତୁମ୍ଭମାନଙ୍କୁ ଦେଉଛି, ସେଥିପାଇଁ ଦୀର୍ଘଜିବୀ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 6:2

Následuj nás:

Reklamy


Reklamy