ଦ୍ଵିତୀୟ ବିବରଣ 6:7 - ଓଡିଆ ବାଇବେଲ7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯନିପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେବିଷୟରେ କଥାବାର୍ତ୍ତା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। Viz kapitolaପବିତ୍ର ବାଇବଲ7 ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ। Viz kapitola |