ଦ୍ଵିତୀୟ ବିବରଣ 7:10 - ଓଡିଆ ବାଇବେଲ10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ଵ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି, ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି; ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ, ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Viz kapitolaପବିତ୍ର ବାଇବଲ10 କିନ୍ତୁ ଯେଉଁମାନେ ତାହାଙ୍କୁ ଘୃଣା କରନ୍ତି ସେମାନଙ୍କୁ ସଂହାର କରିବା ନିମନ୍ତେ ସେ ସେମାନଙ୍କ ସମ୍ମୁଖରେ ପରିଶୋଧ କରନ୍ତି। ଯେ ତାହାଙ୍କୁ ଘୃଣା କରେ, ସେ ତାହା ପ୍ରତି ବିଳମ୍ବ କରିବେ ନାହିଁ। ସେ ତାହାର ସମ୍ମୁଖରେ ପରିଶୋଧ କରିବେ। Viz kapitola |