Online Bible

- Reklamy -




ଦ୍ଵିତୀୟ ବିବରଣ 7:16 - ଓଡିଆ ବାଇବେଲ

16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ଵରୂପ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।

Viz kapitola kopírovat

ପବିତ୍ର ବାଇବଲ

16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ। ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ୱରୂପ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 7:16

Následuj nás:

Reklamy


Reklamy