ଦ୍ଵିତୀୟ ବିବରଣ 7:20 - ଓଡିଆ ବାଇବେଲ20 ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନୋହିବା ଯାଏ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ। Viz kapitolaପବିତ୍ର ବାଇବଲ20 “ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ସେମାନଙ୍କ ପାଇଁ ବିରୁଡ଼ି ପଠାଇବେ, ଯେଉଁମାନେ ତୁମ୍ଭମାନଙ୍କ ହସ୍ତରୁ ରକ୍ଷା ପାଇବେ। ସେ ସେହି ଲୋକମାନଙ୍କୁ ଧ୍ୱଂସ କରିବେ। Viz kapitola |