ଦ୍ଵିତୀୟ ବିବରଣ 7:24 - ଓଡିଆ ବାଇବେଲ24 ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଆଉ ସେ ସେମାନଙ୍କ ରାଜଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ତଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ଯାଏ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ। Viz kapitolaପବିତ୍ର ବାଇବଲ24 ଆଉ ସେ ସେମାନଙ୍କର ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ଯାହାଫଳରେ ତୁମ୍ଭେ ଆକାଶ ମଣ୍ତଳର ତଳୁ ସେମାନଙ୍କ ନାମ ପୋଛି ଦେବ। ଯେତେବେଳେ ତୁମ୍ଭେ ସେମାନଙ୍କୁ ବିନାଶ କରିବ କେହି ତୁମ୍ଭମାନଙ୍କୁ ଅଟକାଇବାକୁ ସମର୍ଥ ହେବ ନାହିଁ। Viz kapitola |