ଦ୍ଵିତୀୟ ବିବରଣ 7:6 - ଓଡିଆ ବାଇବେଲ6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitolaପବିତ୍ର ବାଇବଲ6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି। Viz kapitola |