ଦ୍ଵିତୀୟ ବିବରଣ 8:17 - ଓଡିଆ ବାଇବେଲ17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ଵର୍ଯ୍ୟ ଲାଭ କରିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।” Viz kapitolaପବିତ୍ର ବାଇବଲ17 ତୁମ୍ଭେ କେବେ କୁହ ନାହିଁ ଯେ, ‘ଆପଣା ପରାକ୍ରମ ଓ ବାହୁ ବଳଦ୍ୱାରା ଏହି ସମସ୍ତ ଐଶ୍ୱର୍ଯ୍ୟ ଲାଭ କରିଛ ବୋଲି।’ Viz kapitola |