ଦ୍ଵିତୀୟ ବିବରଣ 8:18 - ଓଡିଆ ବାଇବେଲ18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ଵର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ। Viz kapitolaପବିତ୍ର ବାଇବଲ18 ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସ୍ମରଣ କର। ଏହି କଥା ମନେରଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦେଇଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି। Viz kapitola |