Online Bible

- Reklamy -




ଦ୍ଵିତୀୟ ବିବରଣ 8:19 - ଓଡିଆ ବାଇବେଲ

19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରିବ ଓ ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।

Viz kapitola kopírovat

ପବିତ୍ର ବାଇବଲ

19 “କେବେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ଭୁଲିବ ନାହିଁ। ଅନ୍ୟ ଦେବତାଗଣଙ୍କୁ ମାନିବ ନାହିଁ କି ତାଙ୍କର ସେବା କରିବ ନାହିଁ। ଯଦି ତୁମ୍ଭେମାନେ ଏପରି କର, ତେବେ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭେମାନେ ନିଶ୍ଚିତରେ ବିନଷ୍ଟ ହେବ।

Viz kapitola kopírovat




ଦ୍ଵିତୀୟ ବିବରଣ 8:19

Následuj nás:

Reklamy


Reklamy