ଦ୍ଵିତୀୟ ବିବରଣ 8:20 - ଓଡିଆ ବାଇବେଲ20 ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ। Viz kapitolaପବିତ୍ର ବାଇବଲ20 ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଅନ୍ୟ ଦେଶକୁ ଧ୍ୱଂସ କରିଛନ୍ତି। କିନ୍ତୁ ତୁମ୍ଭେମାନେ ଯଦି ଅନ୍ୟ ଦେବତାଗଣଙ୍କୁ ମାନ, ତେବେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ୱଂସ କରିବେ। କାରଣ ତୁମ୍ଭେମାନେ ତାଙ୍କର ଆଜ୍ଞା ମାନିଲ ନାହିଁ। Viz kapitola |