ଦ୍ଵିତୀୟ ବିବରଣ 9:1 - ଓଡିଆ ବାଇବେଲ1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ; Viz kapitolaପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ, ଶୁଣ; ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ବୃହତ ଓ ଗଗନସ୍ପର୍ଶୀ-ପ୍ରାଚୀର ବେଷ୍ଟିତ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ; Viz kapitolaପବିତ୍ର ବାଇବଲ1 “ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ। Viz kapitola |