ଦ୍ଵିତୀୟ ବିବରଣ 9:13 - ଓଡିଆ ବାଇବେଲ13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆହୁରି ସଦାପ୍ରଭୁ ମୋତେ କହିଲେ, ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଦେଖ, ଏମାନେ ଶକ୍ତଗ୍ରୀବ ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି। Viz kapitolaପବିତ୍ର ବାଇବଲ13 “ସଦାପ୍ରଭୁ ମୋତେ କହିଲେ, ‘ଆମ୍ଭେ ଏହି ଲୋକମାନଙ୍କୁ ଦେଖିଲୁ, ଆଉ ଏମାନେ ଶକ୍ତଗ୍ରୀବ ଲୋକ। Viz kapitola |