Online Bible

- Reklamy -




ଦ୍ଵିତୀୟ ବିବରଣ 9:14 - ଓଡିଆ ବାଇବେଲ

14 ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ୍ ଗୋଷ୍ଠୀ ଉତ୍ପନ୍ନ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ମହତୀ ଏକ ଗୋଷ୍ଠୀ ଉତ୍ପନ୍ନ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆମ୍ଭଙ୍କୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।”

Viz kapitola kopírovat

ପବିତ୍ର ବାଇବଲ

14 ଆମ୍ଭକୁ ଛାଡ଼ିଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରିବା ଓ ଆକାଶ ମଣ୍ତଳ ତଳୁ ସେମାନଙ୍କ ନାମ ଲୋପ କରିବା। ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ବଳବତୀ ଓ ଏକ ମହାନ ଗୋଷ୍ଠୀ ଉତ୍ପନ୍ନ କରିବା।’

Viz kapitola kopírovat




ଦ୍ଵିତୀୟ ବିବରଣ 9:14

Následuj nás:

Reklamy


Reklamy