ଦ୍ଵିତୀୟ ବିବରଣ 9:16 - ଓଡିଆ ବାଇବେଲ16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵରଙ୍କ ପ୍ରତିକୂଳରେ ପାପ କରିଅଛ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ। Viz kapitolaପବିତ୍ର ବାଇବଲ16 ଆଉ ମୁଁ ଦେଖିବାକୁ ପାଇଲି ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଅଛ। ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଅଛ। ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଅଛ। Viz kapitola |