ଦ୍ଵିତୀୟ ବିବରଣ 9:18 - ଓଡିଆ ବାଇବେଲ18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନଭୋଜନ କି ଜଳପାନ କଲି ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ। Viz kapitolaପବିତ୍ର ବାଇବଲ18 ତୁମ୍ଭେମାନେ କରିଥିବା ପାପର ପ୍ରାୟଶ୍ଚିତ କରିବା ପାଇଁ ଯାହାକି ସଦାପ୍ରଭୁଙ୍କୁ କ୍ରୋଧିତ କଲା, ମୁଁ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ଉପବାସ କଲି। ପ୍ରଥମ ଥର ପରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲି। ମୁଁ ଅନ୍ନ ଭୋଜନ କିଅବା ଜଳପାନ କଲି ନାହିଁ। Viz kapitola |