ଦ୍ଵିତୀୟ ବିବରଣ 9:2 - ଓଡିଆ ବାଇବେଲ2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ? Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଦୀର୍ଘକାୟ, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, “ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ?” Viz kapitolaପବିତ୍ର ବାଇବଲ2 ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ ବଳବାନ ଓ ଦୀର୍ଘକାୟ ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାରୁ ଏହା ଶୁଣିଅଛ। ଯେ, ‘ସେମାନଙ୍କ ସମ୍ମୁଖରେ କେହି ଛିଡ଼ା ହେବାକୁ ସାହସ କରନ୍ତି ନାହିଁ।’ Viz kapitola |