ଦ୍ଵିତୀୟ ବିବରଣ 9:23 - ଓଡିଆ ବାଇବେଲ23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁ ଉତ୍ତାରେ ସଦାପ୍ରଭୁ ଯେସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ଵାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।” Viz kapitolaପବିତ୍ର ବାଇବଲ23 ଏହା ପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, ‘ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠିଯାଇ ଅଧିକାର କର।’ ସେ ସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାରେ ବିଦ୍ରୋହାଗ୍ଭରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ କଥା ଶୁଣିଲ ନାହିଁ। Viz kapitola |