Online Bible

- Reklamy -




ଦ୍ଵିତୀୟ ବିବରଣ 9:25 - ଓଡିଆ ବାଇବେଲ

25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

Viz kapitola kopírovat

ପବିତ୍ର ବାଇବଲ

25 “ଏହିପରି ମୁଁ, ମୁହଁ ମାଡ଼ି ଗ୍ଭଳିଶ୍ ଦିନ ଗ୍ଭଳିଶ୍ ରାତି ସଦାପ୍ରଭୁଙ୍କ ସମ୍ମୁଖରେ ପଡ଼ି ରହିଲି। କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।

Viz kapitola kopírovat




ଦ୍ଵିତୀୟ ବିବରଣ 9:25

Následuj nás:

Reklamy


Reklamy