ଦ୍ଵିତୀୟ ବିବରଣ 9:26 - ଓଡିଆ ବାଇବେଲ26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ। Viz kapitolaପବିତ୍ର ବାଇବଲ (Re-edited) - (BSI)26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ଵାରା ମିସରରୁ ବାହାର କରି ଆଣିଅଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ। Viz kapitolaପବିତ୍ର ବାଇବଲ26 ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, ‘ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ। ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ୍ ହସ୍ତଦ୍ୱାରା ମିଶରରୁ ବାହାର କରି ଆଣିଅଛ। Viz kapitola |