Online Bible

- Reklamy -




ଦ୍ଵିତୀୟ ବିବରଣ 9:9 - ଓଡିଆ ବାଇବେଲ

9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ଯେତେବେଳେ ମୁଁ ପ୍ରସ୍ତରଦ୍ଵୟ, ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ଅବସ୍ଥିତି କଲି; ମୁଁ ଅନ୍ନଭୋଜନ କିଅବା ଜଳପାନ କଲି ନାହିଁ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,

Viz kapitola kopírovat

ପବିତ୍ର ବାଇବଲ

9 ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ ଅର୍ଥାତ୍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି। ସେତେବେଳେ ମୁଁ ପର୍ବତରେ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତି ରହିଲି, ମୁଁ ଖାଦ୍ୟ କିଅବା ଜଳପାନ ମଧ୍ୟ କଲି ନାହିଁ।

Viz kapitola kopírovat




ଦ୍ଵିତୀୟ ବିବରଣ 9:9

Následuj nás:

Reklamy


Reklamy