ଉପଦେଶକ 11:3 - ଓଡିଆ ବାଇବେଲ3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯେବେ ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମେଘମାଳ ବୃଷ୍ଟିରେ ପୂର୍ଣ୍ଣ ହେଲେ ପୃଥିବୀରେ ତାହା ଢାଳି ଦିଅନ୍ତି; ପୁଣି, ବୃକ୍ଷ ଯଦି ଦକ୍ଷିଣ କି ଉତ୍ତର ଦିଗରେ ପଡ଼େ, ତେବେ ଯେଉଁ ସ୍ଥାନରେ ପଡ଼େ, ସେହି ସ୍ଥାନରେ ରହିବ। Viz kapitolaପବିତ୍ର ବାଇବଲ3 କେତେଗୁଡ଼ିଏ କଥା ଅଛି ଯାହାକି ତୁମ୍ଭେ ନିଶ୍ଚିତ ହେବ। ଯଦି ମେଘମାଳା ବର୍ଷାବିନ୍ଦୁରେ ପୂର୍ଣ୍ଣ ହୋଇଥା’ନ୍ତି, ତେବେ ସେଗୁଡ଼ିକ ପୃଥିବୀରେ ପାଣି ଢାଳି ଦେବେ। ଏବଂ ବୃକ୍ଷ ଯଦି ଦକ୍ଷିଣ କିଅବା ଉତ୍ତର ଦିଗରେ ପଡ଼େ ତେବେ ଯେଉଁ ସ୍ଥାନରେ ପଡ଼େ ସେହି ସ୍ଥାନରେ ରହିବ। Viz kapitola |