ଉପଦେଶକ 2:1 - ଓଡିଆ ବାଇବେଲ1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।” Viz kapitolaପବିତ୍ର ବାଇବଲ (Re-edited) - (BSI)1 ମୁଁ ଆପଣା ମନେ ମନେ କହିଲି, ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ଵାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ଆପଣା ମନେ ମନେ କହିଲି, “ଆସ, ମୁଁ ଏବେ ତୁମ୍ଭକୁ ଆନନ୍ଦ ଦ୍ୱାରା ପରୀକ୍ଷା କରିବି; ଏହେତୁ ସୁଖଭୋଗ କର; ଆଉ ଦେଖ, ତାହା ମଧ୍ୟ ଅସାର।” Viz kapitolaପବିତ୍ର ବାଇବଲ1 ମୁଁ ନିଜକୁ ନିଜେ କହିଲି, “ମୋତେ ଉପଭୋଗ ପାଇଁ ଚେଷ୍ଟା କରିବାକୁ ଦିଅ। ଆନନ୍ଦ ମୋତେ କ’ଣ ଦେଇ ପାରିବ, ମୋତେ ଦେଖିବାକୁ ଦିଅ।” କିନ୍ତୁ ମୁଁ ଯାହା ଶିକ୍ଷା କଲି ତାହା ଅର୍ଥହୀନ। Viz kapitola |