ଉପଦେଶକ 2:8 - ଓଡିଆ ବାଇବେଲ8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପନିୀ ପାଇଲି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ରୂପା ଓ ସୁନା, ପୁଣି ନାନା ରାଜାର ଓ ନାନା ପ୍ରଦେଶର ବିଶେଷ ବିଶେଷ ସମ୍ପତ୍ତି ସଂଗ୍ରହ କଲି; ମୁଁ ଗାୟକ ଓ ଗାୟିକା, ଆଉ ମନୁଷ୍ୟ-ସନ୍ତାନଗଣର ତୁଷ୍ଟିକାରଣୀ ଅନେକ ଉପପତ୍ନୀ ପାଇଲି। Viz kapitolaପବିତ୍ର ବାଇବଲ8 ମୁଁ ରୂପା ଓ ସୁନା ଏବଂ ନାନା ରାଜାର ଓ ନାନା ପ୍ରଦେଶର ବହୁତ ସମ୍ପତ୍ତି ସଂଗ୍ରହ କଲି, ମୁଁ ଗାୟକ ଓ ଗାୟିକା ଆଉ ମନୁଷ୍ୟ ତୁଷ୍ଟିକାରିଣୀ ଅନେକ ଉପପତ୍ନୀ ପାଇଲି। Viz kapitola |