ଉପଦେଶକ 3:10 - ଓଡିଆ ବାଇବେଲ10 ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପରମେଶ୍ଵର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ ଆୟାସ ଦେଇଅଛନ୍ତି, ତାହା ମୁଁ ଦେଖିଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପରମେଶ୍ୱର ମନୁଷ୍ୟ-ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି। Viz kapitolaପବିତ୍ର ବାଇବଲ10 ମୁଁ ଦେଖିଲି, ସମସ୍ତ କଠିନ କାର୍ଯ୍ୟ ପରମେଶ୍ୱର ଆମ୍ଭମାନଙ୍କୁ କରିବାକୁ ଦେଇଥିଲେ। Viz kapitola |