ଉପଦେଶକ 3:13 - ଓଡିଆ ବାଇବେଲ13 ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ଵରଙ୍କ ଦାନ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ। Viz kapitolaପବିତ୍ର ବାଇବଲ13 ଯଦି ଜଣେ ବ୍ୟକ୍ତି ଖାଦ୍ୟ, ପାନୀୟ ଓ ଉତ୍ତମ ଦ୍ରବ୍ୟ ତା’ ପରିଶ୍ରମ ବଳରେ ଉପଭୋଗ କରି ପାରିଲା, ତେବେ ତାହା ପରମେଶ୍ୱରଙ୍କଠାରୁ ଉପହାର। Viz kapitola |